ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଶୀତ । ୧୦ ଡିଗ୍ରୀ ତଳେ ୧୬ ସହର । ୪ ଡିଗ୍ରୀ ସହ ଜି. ଉଦୟଗିରି ସବୁଠୁ ଥଣ୍ଡା ସହର । ଟ୍ୱିନସିଟିର ବି ପାରଦ ଖସିବାରେ ଲାଗିଛି । କଟକରେ ୧୨.୩ ଡିଗ୍ରୀ ଓ ଭୁବନେଶ୍ୱରରେ ୧୩.୮ ଡିଗ୍ରୀ ରହିଛି ପାରଦ । ଥଣ୍ଡାରେ ଫୁଲବାଣୀ ସହର ଅଧିକ ପ୍ରଭାବିତ ହୋଇଛି । ଦାରିଙ୍ଗବାଡିଠାରୁ ଜି.ଉଦୟଗିରି ଓ ଫୁଲବାଣୀ ସହରରେ ଅଧିକ ଶୀତ ଅନୁଭୁତ ହେଉଛି । ସକାଳୁଆ ଥଣ୍ଡା ଏବଂ ଘନ କୁହୁଡି ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ସେହିଭଳି ମେଘମୁକ୍ତ ରହିଥିବାରୁ ଶୀତର ପ୍ରକୋପ ପୁଣି ବଢିଯାଇଛି । ସେହିପରି ଘନ କୁହୁଡି ସକାଳ ପ୍ରାୟ ୯ଟା ପର୍ୟ୍ୟନ୍ତ ଲାଗିରହୁଛି । କୁହୁଡି ଯୋଗୁଁ ଲୋକଙ୍କୁ ଗାଡି ଚଳାଚଳରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି । ତେବେ ଜିଲ୍ଲାରେ ଥଣ୍ଡା ଏବଂ କୁହୁଡି ବଢିଯାଇଥିବାରୁ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇପଡିଛି । ସକାଳୁ ସକାଳୁ ବୃକ୍ଷ ଲତା ଗୁଡିକରେ ମଧ୍ୟ କୁହୁଡ଼ିର ଆସ୍ତରଣ ପଡିଥିବା ଦେଖିବାକୁ ମିଳୁଛି । ଶୀତ ଏତେ ବଢିଯାଇଛି ଯେ ବିନା ଶୀତ ବସ୍ତ୍ର ନ ହେଲେ ଘରୁ ବାହାରିବା କଷ୍ଟ ହୋଇପଡିଛି । ସବୁଠାରୁ ଶୀତ ଦିନେ ଅଧିକ ପ୍ରଭାବିତ ହେଉଛନ୍ତି ଗ୍ରାମାଞ୍ଚଳ ଗରିବ ଓ ଖଟିଖିଆ ମାନେ ।
ଜାଡରେ ଜଡସଡ ଓଡିଶା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







