The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

Facebook
Twitter
LinkedIn

ନୂଆଦିଲ୍ଲୀ : ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର । ଆଗାମୀ ଜନଗଣନାରେ ଜାତି ଭିତ୍ତିକ ଜନଗଣନାକୁ ସାମିଲ କରାଯିବ । ପ୍ରଧାନମନ୍ତ୍ରୀ ଅନୁମୋଦନ କରିଥିବା ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ । ବିରୋଧୀ ଏହାକୁ ନେଇ କେବଳ ରାଜନୀତି କରୁଛନ୍ତି । ଅନ୍ୟପଟେ, ବିରୋଧୀଙ୍କ କହିବା କଥା, ଜାତି ଜନଗଣନା ହେଲେ ସମାଜରେ କେଉଁ ଜାତିର କେତେ ଲୋକ ଅଛନ୍ତି ଏ ବିଷୟରେ ବିସ୍ତୃତ ହିସାବ ମିଳିପାରିବ । ଫଳରେ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ ସଠିକ ଭାବେ ହୋଇପାରିବ । ପୂର୍ବରୁ ଏ ନେଇ ବିରୋଧୀ ଦାବି କରିଆସୁଥିଲେ । ପଛୁଆ ବର୍ଗଙ୍କ ସଂଖ୍ୟା ଅଧିକ ତେଣୁ ସେମାନଙ୍କୁ ଅଗ୍ରାଧିକାର ଦିଆଯିବା ଉଚିତ ବୋଲି ବିରୋଧୀ କହିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login