The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ; ଶ୍ରେଷ୍ଠ ନାୟକ ଶାହାରୁଖ ଏବଂ ବିକ୍ରାନ୍ତ , ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ । ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’

Facebook
Twitter
LinkedIn

ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି । ଶାହରୁଖ ଖାନ ଏବଂ ବ୍ରିକାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି । ଫିଲ୍ମ ‘ଯବାନ’ ପାଇଁ ଶାହରୁଖ ଖାନ୍ଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଥିବା ବେଳେ ’୧୨ଗ୍ଧଷ ଫେଲ୍’ ଫିଲ୍ମ ପାଇଁ ବିକ୍ରାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ମିଳିଛି । ‘ମିସେସ୍ ଚାଟାର୍ଜୀ ଠଗ୍ଦ ନରୱେ’ପାଇଁ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ମିଳିଛି । ମାଲାୟଲମ ସୁପରଷ୍ଟାର ମୋହନଲାଲଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ ମିଳିଛି । ଦ ସି ଆଣ୍ଡ ସେଭେନ ଭିଲେଜକୁ ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଯାହାର ପ୍ରଯୋଜନା ଡ. ଇତି ସାମନ୍ତ ଦେଇଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ହିମାଂଶୁ ଖଟୁଆ । ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ସମ୍ମାନ ମିଳିଛି । ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login