The Ultimate Managed Hosting Platform
ADVERTISEMENT

ଜାନୁଆରୀରେ ବିଜେଡିର ସାଙ୍ଗଠନିକ ନିର୍ବାଚନ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ହେବ ବିଜେଡିର ସାଙ୍ଗଠନିକ ନିର୍ବାଚନ । ଏ ନେଇ ନିଦେ୍ର୍ଦଶ ଦେଇଛନ୍ତି ବିଜେଡି ସଭାପତି । ସବ୍ୟ ସଂଗ୍ରହ ଅଭିଯାନ ଭଲ ଭାବେ ଚାଲିଛି । ଡିସେମ୍ବର ୨୧ ସୁଦ୍ଧା ଟାର୍ଗେଟ ହାସଲ କରିବାକୁ କୁହାଯାଇଛି । ସୂଚନା ଦେଇଛନ୍ତି ବିଜେଡି ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ । ଏହା ପରେ ସବୁଆଡୁ ରିପୋର୍ଟ ଆସିବା ପରେ ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର ଯାଞ୍ଚ କରି ରିପୋର୍ଟ ଦଳୀୟ ସଭାପତିଙ୍କୁ ଦେବେ । ଏହା ପରେ ଚୂଡାନ୍ତ ସଭ୍ୟ ତାଲିକା ପ୍ରକାଶ ପାଇବ । ୨୪ ଜଣ ପ୍ରାଥମିକ ସଦସ୍ୟରେ ଜଣେ ସକ୍ରିୟ ସଦସ୍ୟ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login