ପୁରୀ : ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା । ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ନେଇ ଗଜପତି ମହାରାଜାଙ୍କ ସୂଚନା । ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ସୂଚନା ଦେଲେ ଗଜପତି ମହାରାଜା । ଶ୍ରୀସେତୁ ଜଗନ୍ନାଥ ବଲ୍ଲଭ ପାର୍କି କାର୍ଯ୍ୟ ବି ଅନୁଧ୍ୟାନ କଲେ ।
ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବାକୁ ଥିବା ବେଳେ ଜାନୁଆରୀ ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ । ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ ।
ଆଜି ଗ୍ରାଉଣ୍ଡ ଜିରୋରେ ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଗତପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଯାତ୍ରୀ ପରିକ୍ରମା ପ୍ରକଳ୍ପ ଏକ ବିରାଟ କାର୍ୟ୍ୟ। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାମ ସରିବା ନେଇ ଉଦ୍ୟମ ଜାରି ରହିଛି । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ, ଜଗନ୍ନାଥ ବଲ୍ଲଭ ମଠ ଓ ଯାତ୍ରୀ ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ।
ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











