ଭୁବନେଶ୍ୱର : ଜାନୁଆରୀ ୧୮ରେ ପକ୍ଷୀ ଗଣନା । ୧୬ରୁ ଆରମ୍ଭ ହେବ ପକ୍ଷୀ ଗଣନା ପ୍ରକ୍ରିୟା । ଚଳିତ ବର୍ଷ ସାରା ରାଜ୍ୟରେ ଗୋଟିଏ ଦିନରେ ହିଁ ପକ୍ଷୀ ଗଣନା କରାଯିବ । ଏଥର ଗଣନାରେ ଫ୍ଲେମିଙ୍ଗୋର ଟ୍ରାକିଂ କରାଯିବ । ସେଥିପାଇଁ ଫ୍ଲେମିଙ୍ଗୋର ଗୋଡରେ ଲଗାଯିବ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ ।ସେମାନେ ସାଇବେରିଆରୁ ନା କେଉଁଠୁ ଆସୁଛନ୍ତି ସେନେଇ ଅନୁଧ୍ୟାନ କରାଯିବ । ଚିଲିକା ହ୍ରଦକୁ ଶୀତ ରୁତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାଶ୍ୱର୍ରେ ଥିବା ଜଳାଶୟ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି ।
Views: 30