The Ultimate Managed Hosting Platform
ADVERTISEMENT

ଜାନୁୟାରୀ ୨୨ରେ ହେବ ଅଯୋଧ୍ୟାର ରାମ ମନ୍ଦିର ଉଦଘାଟନ

Facebook
Twitter
LinkedIn

ନୂଆଦିଲ୍ଲୀ : ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିର ଉଦ୍ଘାଟନ ପାଇଁ ଶୁଭ ମୁହୂର୍ତ୍ତ ଆସିଛି। ଏଥିପାଇଁ ୨୦୨୪ ଜାନୁଆରୀ ୨୨ ତାରିଖ ଧାର୍ୟ୍ୟ କରାଯାଇଛି। ଏହି ତାରିଖରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହେବ। କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବେ। ମନ୍ଦିରର ଗର୍ଭଗୃହରେ ପ୍ରଭୁ ଶ୍ରୀରାମ ବିରାଜମାନ କରିବେ। ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ପୂଜାରେ ରାମ ମନ୍ଦିର ଟ୍ରଷ୍ଟ୍ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ ପଠାଯାଇଥିଲା, ଯାହାକୁ ନେଇ ଏ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login