The Ultimate Managed Hosting Platform
ADVERTISEMENT

ଜାମ୍ମୁ କାଶ୍ମୀରରେ ଏସଆଇଏର ରେଡ

Facebook
Twitter
LinkedIn

ଜମ୍ମୁ : ଜାମ୍ମୁ କାଶ୍ମୀରର ବିଭିନ୍ନ ସ୍ଥାନରେ ଏସଆଇଏର ରେଡ । ସୋଫିଆନ,କୁଲଗାମ, ପୁଲବାମା, ଅନନ୍ତନାଗରେ ରେଡ । ଏସଆଇଏ-ଷ୍ଟେଟ ଇନଭେଷ୍ଟିଗେସନ ଏଜେନ୍ସିର ରେଡ । ଆତଙ୍କୀ ଆକ୍ରମଣ ଘଟଣାରେ ଛାନବିନ୍ ଚଳାଇଛି ଏସଆଇଏ। ସେହିପରି ଅସ୍ତ୍ରବିରତି ପରେ ସୀମାରେ ଧିରେ ଧିରେ ସୁଧୁରୁଛି ସ୍ଥିତି। ରଜୌରୀ, ଅମୃତସର, ଶ୍ରୀନଗର ସହ ଅନ୍ୟ ଅଞ୍ଚଳରେ ମଧ୍ୟ ଉଡୁନି ଡ୍ରୋନ। ସ୍ଥିତିକୁ ନଜରରେ ରଖି ଆଲର୍ଟରେ ରହିଛନ୍ତି ଭାରତୀୟ ଯବାନ। ଗତକାଲି ଅସ୍ତ୍ରବିରତି ପରେ ପୁଣିଥରେ ଭାରତ ଉପରେ ଡ୍ରୋନ ଆକ୍ରମଣ କରିଥିଲା ପାକିସ୍ତାନ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login