The Ultimate Managed Hosting Platform
ADVERTISEMENT

ଜିତିବା ହାରିବା ଅଲଗା କଥା କିନ୍ତୁ ଲଢିବି ; ସ୍ନେହାଙ୍ଗିନୀ ଛୁରିଆ

Facebook
Twitter
LinkedIn

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଥିବା ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । ମୁଁ ଓଡିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ନୁହେଁ । ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, କିନ୍ତୁ ସହମତିରେ ମତେ ପ୍ରାର୍ଥୀ କଲେ । ଶ୍ରୀମୟୀ ମିଶ୍ର ଓ ଜୟ ଢୋଲକିଆଙ୍କୁ ସମାଲୋଚନା କଲେ ସ୍ନେହାଙ୍ଗିନୀ । ଜୟ ଢୋଲକିଆ ବାପାଙ୍କ ସ୍ୱାଭିମାନକୁ ଜଳାଞ୍ଜଳିି ଦେଇ ମୁଣ୍ଡ ବିକ୍ରି କଲେ । ରାଜୁ ଭାଇ ଢୋଲକିଆଙ୍କ ସହିତ ଇମୋସନ ଅଛି । ଜୟ ଢୋଲକିଆଙ୍କୁ ଅନୁକମ୍ପା ଭୋଟ ମିଳିବନି । ଶ୍ରୀମୟୀ ନା ଜାଣେ ନାମୀଦାମୀ ନେତ୍ରୀ ନା ସେ ବାର୍ଡ ମେମ୍ବର ଜିତିଛନ୍ତି । କିଏ ଡିଲ କଲା ବିଜେପି ସହ ସମସ୍ତେ ଜାଣନ୍ତି । ବିଜେଡି କାହା ସହିତ ସାଲିସ କରିନାହିଁ, କଂଗ୍ରେସ ସହ ଆଦିବାସୀ ନାହାନ୍ତି । ଲମ୍ବୋଦର ନିଆଲ ଦଳ ଛାଡିବା କୈାଣସି ପ୍ରଭାବ ପକାଇବ ନାହିଁ । ଜିତିବା ହାରିବା ଅଲଗା କଥା କିନ୍ତୁ ଲଢିବି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login