The Ultimate Managed Hosting Platform
ADVERTISEMENT

ଜିରୋ ନାଇଟ ସେଲିବ୍ରେସନ ପାଇଁ କଟକଣା

Facebook
Twitter
LinkedIn

ଭୁବନେଶ୍ୱର : ଜିରୋ ନାଇଟ ସେଲିବ୍ରେସନ ନେଇ ଅବକାରୀ ବିଭାଗର କଟକଣା । ଡିସେମ୍ବର ୩୧ ତାରିଖରେ ଜରୋ ନାଇଟ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଜରୁରୀ । ଅନୁମତି ନ ଥିଲେ ନିଆଯିବ କାର୍ୟ୍ୟାନୁଷ୍ଠାନ । ଅବକାରୀ କମିଶନର ନରସିଂହ ଭୋଳ ଏମିତି ଚେତାବନୀ ଶୁଣାଇଛନ୍ତି । ଜାନୁଆରୀ ମଧ୍ୟ ଭାଗ ଯାଏଁ ଏନେଇ ଯାଞ୍ଚ ଜାରି ରଖିବ ବୋଲି ଅବକାରୀ ବିଭାଗ କହିଛି । ବିନା ଅନୁମତିରେ କିଛି ଜାଗାରେ ଜିରୋ ନାଇଟ୍ ପାଇଁ ପ୍ରସ୍ତୁତି ଚାଲିଛି ବୋଲି ବିଭାଗକୁ ବିଭିନ୍ନ ସୂତ୍ରରୁ ଖବର ଆସିଛି । ଏହାକୁ ରୋକିବା ପାଇଁ ଖୁବଶୀଘ୍ର ବିଭାଗ ପଦକ୍ଷେପ ନେବ ବୋଲି ଅବକାରୀ କମିଶନର ନରସିଂହ ଭୋଳ ଚେତାବନୀ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login