The Ultimate Managed Hosting Platform
ADVERTISEMENT

ଜି. ଉଦୟଗିରି ସବୁଠୁ ଥଣ୍ଡା , ୧୦ ଡିଗ୍ରୀ ତଳେ ୧୬ ସହର

Facebook
Twitter
LinkedIn

ଭୁବନେଶ୍ୱର : ପ୍ରବଳ ଜାଡରେ ଥରୁଛି କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ।କନ୍ଧମାଳରୁ କଟକ, କୋରାପୁଟରୁ କେନ୍ଦୁଝର, ମୟୂରଭଞ୍ଜରୁ ମାଲକାନଗିରି । ଶୀତରେ କମ୍ପୁଛି ସାରା ଓଡ଼ିଶା । ୪.୭ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା । ଫୁଲବାଣୀ ରାତ୍ରି ତାପମାତ୍ରା ୬ ଡିଗ୍ରୀ ରେକର୍ଡ । ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ । ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ୍ ସହ ସବୁଠୁ ଥଣ୍ଡା ସହର ଥିଲା ଜି. ଉଦୟଗିରି । ସେହିପରି ସେମିଳିଗୁଡ଼ାରେ ୫.୭, ଫୁଲବାଣୀରେ ୬.୫ ଓ ସୁନ୍ଦରଗଡ଼ ଜିଲ୍ଲା କିରେଇରେ ରାତିର ତାପମାତ୍ରା ୬.୬ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ନବରଙ୍ଗପୁର : ବେଷ୍ଟ ସର୍ଜନ ଭାବେ ନବରଙ୍ଗପୁର ଜିଲା ଉମରକୋଟ ଉପଖଣ୍ଡ ଚିକିତ୍ସାଳୟ ର ସ୍ତ୍ରୀ ଓ ପ୍ରସୂତି ବିଭାଗ ର ଡାକ୍ତର ସୁମନ୍ତ ରାଉଳଙ୍କୁ ରାଜ୍ୟ...

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ !

ଭୁବନେଶ୍ୱର : ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଅଭାବନୀୟ ଘଟଣା । ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ...

Login