The Ultimate Managed Hosting Platform
ADVERTISEMENT

ଜୁନରେ ସରିବ ଇ-କେୱାଇସି ଯାଞ୍ଚ: ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଚଳିତ ଜୁନରେ ସରିବ ରାସନ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ । ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରି ନାହାନ୍ତି । ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି । ଜୁନରେ ଅବଧି ସରିବା ପରେ ଅଯୋଗ୍ୟ ବାଦ ପଡିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login