ଭୁବନେଶ୍ୱର : ଯୁକ୍ତ ୩ ପାଇଁ ଜୁନ୍ ୧୯ରୁ ଜୁଲାଇ ୪ ଯାଏଁ ଅନଲାଇନ୍ ଆବେଦନ । ଜୁଲାଇ ୪ ତାରିଖ ଯାଏଁ ଚାଲିବ ଅନଲାଇନ୍ ଫର୍ମପୂରଣ । ଏହାପରେ ଜୁଲାଇ ୧୪ରେ ପ୍ରକାଶ ପାଇବ ପ୍ରଥମ ପର୍ୟ୍ୟାୟ ମେଧା ତାଲିକା । ଜୁଲାଇ ୨୭ରେ ଦ୍ୱିତୀୟ ପର୍ୟ୍ୟାୟ ମେଧା ତାଲିକା । ଅଗଷ୍ଟ ୩ରେ ତୃତୀୟ ପର୍ୟ୍ୟାୟ ମେଧା ତାଲିକା । ଅଗଷ୍ଟ ୨୧ରେ ଚତୁର୍ଥ ପର୍ୟ୍ୟାୟ ମେଧା ତାଲିକା । ସେପ୍ଟେମ୍ବର ୧ରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ ଷଷ୍ଠ ମେଧା ତାଲିକା ପ୍ରକାଶ ପାଇବ ।ଏନେଇ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି ।
Views: 89