The Ultimate Managed Hosting Platform
ADVERTISEMENT

ଜୁନ୍ ୪ରେ ଜେଇ ଆଡଭାନ୍ସଡ୍ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର: ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଆସନ୍ତା ଜୁନ୍ ୪ ତାରିଖରେ ଅନୁଷ୍ଠିତ ହେବ। ଦେଶର ୨୩ଟି ଆଇଆଇଟିରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରବେଶିକା ପାଇଁ ଆଡମିଟ୍ କାର୍ଡ଼ ଅନଲାଇନରେ ଉପଲବ୍ଧ ହୋଇଛି। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍ ପରୀକ୍ଷା ପାଇଁ ମନୋନୀତ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login