The Ultimate Managed Hosting Platform
ADVERTISEMENT

ଜୁନ ମାସରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା : ଆଇଏମଡି ଡିଜି

Facebook
Twitter
LinkedIn

ଭୁବନେଶ୍ୱର : ମୈାସୁମୀ ବର୍ଷା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ଜୁନରୁ ସେପ୍ଟେମ୍ବର ମଧ୍ୟରେ ମୈାସୁମୀ ବର୍ଷା ନେଇ ପୂର୍ବାନୁମାନ । ମୋଟାମୋଟି ଭାବେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଦେଲେ ସୂଚନା । ଜୁନ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ । ଜୁନ ମାସରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ । ପ୍ରାକ ମୈାସୁମୀ ବର୍ଷା ନେଇ ପୂର୍ବାନୁମାନ । ମେ ମାସରେ ଦେଶରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି । କେରଳକୁ ୮ ଦିନ ଆଗୁଆ ମୈାସୁମୀ ପ୍ରବେଶ କରିଛି । ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରରେ ମୈାସୁମୀ ଆଗୁଆ ପ୍ରବେଶ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login