The Ultimate Managed Hosting Platform
ADVERTISEMENT

ଜୁନ ୧୬ରେ ନେଟ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ନେଟ୍ ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ଆସନ୍ତା ମେ ୧୦ ତାରିଖ ପର୍ୟ୍ୟନ୍ତ ଏଥିନିମନ୍ତେ ଆବେଦନ କରାଯାଇ ପାରିବ। ଜୁନ୍ ୧୬ ତାରିଖରେ ନେଟ୍ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରୀକ୍ଷା ସଞ୍ଚାଳନ କରୁଥିବା ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଅନ୍ଲାଇନ୍ରେ https://ugcnet.nta.ac.in/ ୱେବ୍ସାଇଟ୍ରେ ଆବେଦନ କରିବେ। ନେଟ୍ରେ ଉର୍ତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଜୁନିଅର ରିସର୍ଚ୍ଚ ଫେଲୋସିପ (ଜେଆର୍ଏଫ୍) ପାଇବାକୁ ଯୋଗ୍ୟ ବିବେଚିତ ହେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login