The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜୁନ ୨୦ରେ ଓଡିଶା ଆସିବେ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଜୁନ ୨୦ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଜୁନ ୧୨ ନୁହେଁ ୨୦ ତାରିଖରେ ଓଡିଶା ଆସିବେ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେବେ । ଏ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ୨୦ ତାରିଖରେ ପାଳନ ହେବ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ ବେଳେ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ବର୍ଷପୂର୍ତ୍ତି କାର୍ୟ୍ୟକ୍ରମରେ ବର୍ଷକର ରିପୋର୍ଟ କାର୍ଡ ପ୍ରଦାନ କରିବେ ରାଜ୍ୟ ସରକାର । ଗତବର୍ଷ ଜୁନ ୧୨ରେ ବିଜେପି ସରକାରର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ମୋଦି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login