The Ultimate Managed Hosting Platform
ADVERTISEMENT

ଜୁନ ୨୩ରେ ପଞ୍ଚାୟତ ଉପନିର୍ବାଚନ

Facebook
Twitter
LinkedIn

ଭୁବନେଶ୍ୱର : ଜୁନ ୨୩ ତାରିଖରେ ସରପଞ୍ଚ, ୱାର୍ଡସଭ୍ୟ ଉପନିର୍ବାଚନ । ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପ ନିର୍ବାଚନ ପାଇଁ ନୋଟିସ ଜାରି ହେବ। ଆସନ୍ତା ୨୬, ୨୮,୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ । ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ ।
ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ
ଆସନ୍ତା ୪ ତାରିଖ ଅପରାହ୍ନ ୩ଟା ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର
ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ
୨୪ ତାରିଖ ସକାଳ ୮ରୁ ବ୍ଳକ ଅଫିସରେ ଭୋଟ ଗଣତି ହେବ
ଏ ନେଇ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login