The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜୁନ ୨ ପର୍ଯ୍ୟନ୍ତ ଜେଲରେ ରହିବେ ମନୀଷ ସିସୋଦିଆ

Facebook
Twitter
LinkedIn

ନୂଆଦିଲ୍ଲୀ : ଜୁନ ୨ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆ । ଆଜି ଦିଲ୍ଲୀ ରୋଉଜ ଏଭେନ୍ୟୁ କୋର୍ଟ ଏହି ରାୟ ଶୁଣାଇଛନ୍ତି । ସ୍ୱତନ୍ତ୍ର ବିଚାରପତି ଏମ.କେ.ନାଗପାଲ ଏହି ରାୟ ଶୁଣାଇଛନ୍ତି । ଆଜି ତାଙ୍କର ବିଚାର ବିଭାଗୀୟ ହେପାଜତ ଅବିଧି ସରୁଥିବାରୁ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା । ଗତ ମାର୍ଚ୍ଚ ୩୧ ତାରିଖରେ କୋର୍ଟ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ । ଦିଲ୍ଲୀ ଏକ୍ସସାଇଜ ପଲିସି ୨୦୨୧-୨୨କୁ କାର୍ୟ୍ୟକାରୀ କରିବାରେ ସିସୋଦିଆ ଦୁର୍ନୀତି କରିଥିବା ଅଭିଯୋଗରେ ସିସୋଦିଙ୍କୁ ସିବିଆଇ ଗିରିଫ କରିଥିଲା । ପ୍ରାୟ ୧୦୦ କୋଟି ଟଙ୍କା ଦୁର୍ନୁତିର ଅଭିଯୋଗ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login