The Ultimate Managed Hosting Platform
ADVERTISEMENT

ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢା

Facebook
Twitter
LinkedIn

ଭୁବନେଶ୍ୱର ; ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଦଶହରା ପୂର୍ବରୁ ସରିବ କ୍ୟାମ୍ପସ ନିର୍ବାଚନ । ସେଥିପାଇଁ ଆରମ୍ଭ ହୋଇଛି ଆଗୁଆ ଆବେଦନ। ଗତକାଲି ସୁଦ୍ଧା ୯୮ ହଜାର ଛାତ୍ର ଛାତ୍ରୀ କରିଛନ୍ତି ଆବେଦନ । ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ବିଜ୍ଞପ୍ତିରେ ସ୍ପଷ୍ଟ ହୋଇଥିଲା ଯେ ପର୍ୟ୍ୟନ୍ତ ଯୁକ୍ତ ୨ ରେଜଲ୍ଟ ବାହାରିନାହିଁ ସେ ପର୍ୟ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ପ୍ରଥମ ଥର ପାଇଁ ରେଜଲ୍ଟ ବାହାରିବା ପୂର୍ବରୁ ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଛି । କାରଣ ଗତବର୍ଷ ଆଡମିସନ ପ୍ରକ୍ରିୟା ଶେଷ କରିବାକୁ ଡିସେମ୍ବର ହୋଇଯାଇଥିଲା । ତେଣୁ ଏଥର ଶୀଘ୍ର ନାମଲେଖା କରି ଜୁନରେ ସିଟ୍ ଆଲୋକେସନ ସହ ଜୁଲାଇ ୧୫ରୁ କ୍ଲାସ ଆରମ୍ଭ ହେବ। ତେଣୁ ଏଥର ଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଯେଉଁଥିରେ କୌଣସି ଅସ୍ଵାଭାବିକତା ନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login