The Ultimate Managed Hosting Platform
ADVERTISEMENT

ଜୁଲାଇ ୨୧ରୁ ସଂସଦର ମୈାସୁମୀ ଅଧିବେଶନ

Facebook
Twitter
LinkedIn

ନୂଆଦିଲ୍ଲୀ : ଜୁଲାଇ ୨୧ରୁ ସଂସଦର ମୈାସୁମୀ ଅଧିବେଶନ । ଅଗଷ୍ଟ ୧୨ ଯାଏଁ ଚାଲିବ ମୈାସୁମୀ ଅଧିବେଶନ । ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ପକ୍ଷରୁ ସୂଚନା । ଏଥିରେ ବିଧେୟକ ଓ ଅଣବିଧେୟକ କାର୍ୟ୍ୟ ଉପରେ ଆଲୋଚନା ହେବ । କିରଣ ରିଜିଜୁ କହିଛନ୍ତି କି, ଚଳିତ ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବା ସହ ଏହା ଉପରେ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ଚାଲିଛି । ସଂସଦକୁ ଶୃଙ୍ଖଳିତ ଭାବେ ଚଳାଇବାକୁ ସଂସଦୀୟ ମନ୍ତ୍ରୀ ବିରୋଧୀଦଳମାନଙ୍କ ସହଯୋଗ ଲୋଡିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login