ଭୁବନେଶ୍ୱର : ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପୁଣି ଆରମ୍ଭ ହେବ । ମେ ୨୬ରୁ ଜୁନ୍ ୧ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପାଇଁ ଫର୍ମ ଫିଲଅପ । ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ପର୍ଯ୍ୟନ୍ତ ଚାଲିବ ।
ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା ବୋର୍ଡ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି । ପୁରୁଣା ପଦ୍ଧତି ଲାଗୁ ପାଇଁ ବୋର୍ଡର ନିଷ୍ପତ୍ତି । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବ ନାହିଁ । ଏବେ କେବଳ ଦଶମରେ ହିଁ ବାର୍ଷିକ ପରୀକ୍ଷା ହେବ । ପୂର୍ବରୁ ହେଉଥିବା ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ ।
Views: 71