The Ultimate Managed Hosting Platform
ADVERTISEMENT

ଜେଡିୟୁ ନେତାଙ୍କୁ ଗୁଳି କରି ହତ୍ୟା !

Facebook
Twitter
LinkedIn

ପାଟନା : ବିଚ ରାସ୍ତାରେ ନେତାଙ୍କୁ ହତ୍ୟା । ଜେଡିୟୁ ନେତାଙ୍କୁ ଗୁଳି କଲେ । ପୁନପୁନ ବଜାରରେ ଆଜି ଭୋରରୁ ଘରକୁ ଫେରୁଥିଲେ ଜେଡିୟୁ ନେତା ସୌରଭ କୁମାର୍ ଓ ତାଙ୍କ ବନ୍ଧୁ। ଏହି ସମୟରେ ଦୁଇଟି ବାଇକରେ ୪ ଜଣ ଆସି ଅତର୍କିତ ଭାବେ ଗୁଳି ଚଲାଇଥିଲେ। ଗୁଳି ବିନିମୟରେ ଅନ୍ୟ ଜଣେ ଯୁବକ ଆହତ ହୋଇଛନ୍ତି। ସୂଚନା ପାଇବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଆହତ ଯୁବକଙ୍କୁ ଡାକ୍ତରଖାନା ନିଆଯାଇଛି। ମୃତ ଜେଡିୟୁ ନେତାଙ୍କ ମୃତଦେହ ଶବବ୍ୟବଚ୍ଛେଦ ପାଇଁ ପଠାଇଛି ପୁଲିସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login