The Ultimate Managed Hosting Platform
ADVERTISEMENT

ଜେଲରେ କେଜ୍ରିୱାଲଙ୍କୁ ଦିଆଗଲା ଇନସୁଲିନ

Facebook
Twitter
LinkedIn

ନୂଆଦିଲ୍ଲୀ : ତିହାର ଜେଲରେ କେଜ୍ରିୱାଲଙ୍କୁ ଦିଆଗଲା ଇନସୁଲିନ୍ । ଟାଇପ୍-୨ ଡାଇବେଟିସ୍ ରୋଗୀ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଶର୍କରା ସ୍ତର ୩୨୦ କୁ ବୃଦ୍ଧି ପାଇବା ପରେ ତାଙ୍କୁ ଇନସୁଲିନ୍ ଦିଆଯାଇଛି ବୋଲି ଆମ୍ ଆଦମୀ ପାର୍ଟି ସୂତ୍ରରୁ ପ୍ରକାଶ ପାଇଛି। ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଦାବି କରିଥିଲେ ଯେ ଜେଲ ପ୍ରଶାସନ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ନିକଟରେ ପ୍ରକାଶିତ କରିଥିବା ବିବୃତି ମିଥ୍ୟା। ସୂଚନାନୁସାରେ, ଦିଲ୍ଲୀର ମଦ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମାର୍ଚ୍ଚ ୨୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବା ପରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍ ଜଣେ ମଧୁମେହ ରୋଗୀ ବୋଲି ତାଙ୍କ ଦଳ ଆପ୍ ପକ୍ଷରୁ କୁହାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login