The Ultimate Managed Hosting Platform
ADVERTISEMENT

ଜେଲ ଫେରନ୍ତାଙ୍କୁ ମାରି ଫିଙ୍ଗିଦେଲେ !

Facebook
Twitter
LinkedIn

ଖଲ୍ଲିକୋଟ : ଜେଲ ଫେରନ୍ତାଙ୍କୁ ମାରି ତାଙ୍କ ଜୀବନ ନେଇଗଲେ । ହରିପୁର ଗାଁ ରାସ୍ତାରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ । ମୃତକ ୩ ମାସ ତଳେ ଜେଲରୁ ଫେରିଥିଲେ । ପୂର୍ବ ଶତ୍ରୁରାରୁ ମାରିଥିବା ଅଭିଯୋଗ ହୋଇଛି । ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତା ରବି ଦାସଙ୍କୁ ହାଣି ରାସ୍ତାରେ ଫିଙ୍ଗି ଦେଇଥିବା ସୂଚନା ମିଳିଛି । ହତ୍ୟା ପରେ ବୋମା ଫୁଟାଇ ଫେରାର ହୋଇଗଲେ ହତ୍ୟା କରିବାକୁ ଆସିଥିବା ୪ ଜଣ ଦୁର୍ବୃତ୍ତ । ଘଟଣାସ୍ଥଳରେ ଖଲ୍ଲିକୋଟ ଥାନା ପୋଲିସର ତଦନ୍ତ ଜାରି ରହିଛି । ରବିଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିଲା । ସୂଚନା ଅନୁସାରେ ଗାଁର କିଛି ଯୁବକଙ୍କ ସଂଘବଦ୍ଧ ଆକ୍ରମଣରେ ରବି ଦାସଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକ ୩ ମାସ ତଳେ ଜେଲରୁ ଫେରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login