The Ultimate Managed Hosting Platform
ADVERTISEMENT

ଜୟନାରାୟଣଙ୍କ ବିବୃତିକୁ ବାଦ ଦିଆଯାଉ : ପ୍ରମିଳା ମଲ୍ଲିକ

Facebook
Twitter
LinkedIn

ଭୁବନେଶ୍ୱର : ଜୟନାରାୟଣଙ୍କ ବିବୃତିକୁ ବାଦ ଦେବାକୁ ଦାବି କଲେ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦାବି କଲେ । ବରିଷ୍ଠ ସଦସ୍ୟ ଗୃହରେ ମନ ଗଢା କାହାଣୀ କହୁଛନ୍ତି । ଗୃହର ସଦସ୍ୟ ନ ଥିବା ଲୋକଙ୍କ ନାମ ବିବରଣୀରୁ ବାଦ ଦିଆଯାଉ ।
ବିଧାନସଭାରେ ବିସ୍ଫୋରକ ତଥ୍ୟ ରଖିଲେ ଜୟ ନାରାୟଣ ମିଶ୍ର । ପଏଣ୍ଟ ଅଫ ଅର୍ଡର ଉଠାଇ ବିରୋଧିଙ୍କୁ ଟାର୍ଗେଟ କଲେ । ଚାଷୀ ପ୍ରସଙ୍ଗରେ ମୁଲତବି ଆଣିଥିଲେ ବିରୋଧୀ, ଆମେ ଆଲୋଚନା ଚାହୁଁଥିଲୁ । କିନ୍ତୁ କଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଇଛି । ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା ହୋଇଛି । ସେମାନେ କହିଲେ ପାଣ୍ଡିଆନ କହିଲେ ବୋଲି ଏମିତି କଲୁ । ଏ ଗୃହକୁ କଣ ପାଣ୍ଡିଆନ ଚଳାଇବେ ବୋଲି କହିଛନ୍ତି ଜୟ ନାରାୟଣ । ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ । ପାଣ୍ଡିଆନଙ୍କ ନମ୍ବନ ୧ ଚାମଚା ହେବା ପାଇଁ ପ୍ରତିଯୋଗୀତା ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login