The Ultimate Managed Hosting Platform
ADVERTISEMENT

ଜୟନାରାୟଣଙ୍କ ବିସ୍ଫୋରକ ବୟାନ, କହିଲେ ନବ ଦାସଙ୍କ ହତ୍ୟାକାଣ୍ଡରେ ରହିଛି ବଡ ବଡ ମୁଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ନବ ଦାସ ହତ୍ୟାକାଣ୍ଡକୁ ନେଇ ବିସ୍ଫୋରକ ବୟାନ ଦେଲେ ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍ ଭାବେ କରିବାକୁ ଦେଉ ନାହାନ୍ତି । ସଠିକ୍ ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ ଗଡ଼ିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି । ସରକାର ସ୍ପଷ୍ଟତାର ସହିତ ଆସି ତଦନ୍ତକୁ ଆଉ ଆଗକୁ ନେବା କଥା । ନବ ଦାସ ହତ୍ୟାକାଣ୍ଡରେ ପୂର୍ବର ତଦନ୍ତ ପ୍ରକ୍ରିୟାକୁ କାଠଗଡାକୁ ଟାଣିଲେ ଜୟନାରାୟଣ । ଲାଟ୍ରିନ ଭିତରୁ କାଗଜ ବାହାରିବା ଘଟଣାକୁ ଡ୍ରାମା କହିଲେ ଜୟନାରାୟଣ । ଲାଟ୍ରିନ ଭିତରୁ ତିନି ଦିନ ପରେ କାଗଜ ବାହାରିବ କି ବୋଲି ପ୍ରଶ୍ନ କରିଛନ୍ତି । ଏସବୁ ବେକାର କଥା, ସେତେବେଳ କେବଳ ଡ୍ରାମା କରାଯାଉଥିଲା। ସବୁ ପ୍ରସଙ୍ଗରେ ତଦନ୍ତ ହେବା କଥା ବୋଲି କହିଛନ୍ତି ଜୟ ନାରାୟଣ ମିଶ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login