ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ । ଲୋକଙ୍କ ଫିଡବ୍ୟାକ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ସୁଭଦ୍ରା ଅର୍ଥ କିପରି ବ୍ୟବହାର ହେଉଛି ମତାମତ ନେବ ଷ୍ଟିୟରିଂ କମିଟିରେ ନିଷ୍ପତ୍ତି । ୨୧ ବର୍ଷ ହେବା ପରେ ନୂଆ ସାମିଲ ହେବେ , ମାର୍ଚ୍ଚ ୩୦ ସୁଦ୍ଧା ୬୦ ଟପିଲେ ବାଦ ପଡିବେ । ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବଙ୍କ ସୂଚନା ।
Views: 22