The Ultimate Managed Hosting Platform
ADVERTISEMENT

ଜୟପୁର-ଭୁବନେଶ୍ୱର ବନେ୍ଦ ଭାରତ ଚାଲିବ : ସିଏମ

Facebook
Twitter
LinkedIn

ଭୁବନେଶ୍ୱର : ଜୟପୁରରୁ ଭୁବନେଶ୍ୱର “ବନେ୍ଦ ଭାରତ” ଚଳାଇବା ପାଇଁ ଦାବି ଆସିଛି । ସ୍ଥାନୀୟ ବିଧାୟକ ତାରା ବାବୁ ଏ ନେଇ ଦାବି ରଖିଛନ୍ତି । ପ୍ରଧାନମନ୍ତ୍ରୀ , ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ କହିଛନ୍ତି । ଆଗାମୀ ଦିନରେ ଜୟପୁର-ଭୁବନେଶ୍ୱର ବନେ୍ଦ ଭାରତ ଚାଲିବ । ବନ୍ଦ ହୋଇ ପଡିଥିବା ପେପର ମିଲ ଚାଲୁ ପାଇଁ ବି ବିଚାର କରାଯାଉଛି । ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହି ଅବସରରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଅଧିକ ଟଙ୍କା ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବ୍ୟୟରେ ୪୩୬ ଟି ପ୍ରକଳ୍ପ ଭିତ୍ତି ପ୍ରସ୍ତର ସ୍ଥାପନ ସହ ୩୦୯ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟରେ ୧୨୬ ଟି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୋହନ ମାଝୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ରୁଷରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରୁଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । ୟୁଏସଜିଏସ ଭୂମିକମ୍ପ କହିଛି,...

ବିଧାନସଭାରେ ୫ଟି ଝଡ, ଚିହିଁକି ଉଠିଲା ବିଜେଡି

ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ...

ADVERTISEMENT
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ କାଠିଆପଡ଼ାରେ ଛାତ୍ରୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ସଙ୍ଗୀନ ଦଫା । ପୀଡ଼ିତାଙ୍କ ବାପାଙ୍କ ଏତଲା ଆଧାରରେ ମାମଲା ରୁଜୁ କଲା...

Login