The Ultimate Managed Hosting Platform
ADVERTISEMENT

ଝଡ ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଝଡ ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । କୋରାପୁଟ , ରାୟଗଡା, ଗଜପତି, ଗଞ୍ଜାମ ଅରେଞ୍ଜ ୱାର୍ଣ୍ଣିଂ । କନ୍ଧମାଳ, କଳାହାଣ୍ଡିକୁ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୧ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର, ଦକ୍ଷିଣ, ଆଭ୍ୟନ୍ତର, ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login