The Ultimate Managed Hosting Platform
ADVERTISEMENT

ଝାରସୁଗୁଡାରୁ ମୁମ୍ବାଇକୁ ସିଧାସଳଖ ଉଡିଲା ବିମାନ

Facebook
Twitter
LinkedIn

ଭୁବନେଶ୍ୱର : ଝାରସୁଗୁଡ଼ା-ମୁମ୍ବାଇ ମଧ୍ୟରେ ଉଡ଼ିଲା ବିମାନ । ମୁମ୍ବାଇ ବିମାନବନ୍ଦରୁ ଇଣ୍ଡିଗୋ ବିମାନ ଆସି ଝାରସୁଗୁଡ଼ାରେ ପହଞ୍ଚିଛି । ଏଥିରେ ପ୍ରାୟ ୧୮୦ ଯାତ୍ରୀ ସୁବିଧାରେ ଯାତ୍ରା କରିପାରିବେ । ଆଜି ମୁମ୍ବାଇ ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟା ୫୫ରେ ବିମାନ ଉଡ଼ାଣ ଭରି ଝାରସୁଗୁଡ଼ାରେ ଅପରାହ୍ନ ଗୋଟାଏରେ ପହଞ୍ଚିଛି । ପରେ ଏହି ବିମାନ ଝାରସୁଗୁଡ଼ାରୁ ଦିନ ୨ଟାରେ ପ୍ରତ୍ୟାବର୍ତ୍ତନ କରି ଅପରାହ୍ନ ୪ଟା ୧୫ରେ ମୁମ୍ବାଇରେ ପହଞ୍ଚିବ । ଝାରସୁଗୁଡ଼ା ସହ ଦେଶର ପ୍ରମୁଖ ମେଟ୍ରୋ ସିଟି ଆକାଶମାର୍ଗରେ ଯୋଡ଼ି ହୋଇଛି। ଏଲାୟନ୍ସ ଏୟାର ପକ୍ଷରୁ ଭୁବନେଶ୍ୱର- ଝାରସୁଗୁଡ଼ା ମଧ୍ୟରେ ବିମାନ ସେବା ସପ୍ତାହକୁ ତିନି ଦିନ ଜାରି ରହିଛି। ଝାରସୁଗୁଡ଼ା–ମୁମ୍ବାଇ ମଧ୍ୟରେ ବିମାନ ଚଳାଚଳକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login