ଝାରସୁଗୁଡାରେ ବିଜେଡିର ବଡ ବିଜୟ

ଝାରସୁଗୁଡ଼ା : ଝାରସୁଗୁଡ଼ାରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ସରିଲା କାଉଣ୍ଟିଂ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଭୋଟ ଗଣତି ଶେଷ ହେଲା। ଝାରସୁଗୁଡ଼ା ବଢ଼େଇମୁଣ୍ଡା ଇଂଜିନିୟରିଂ ସ୍କୁଲ ସ୍ଥିତ ଷ୍ଟ୍ରଙ୍ଗ୍ ରୁମ୍ରେ କଡ଼ା ସୁରକ୍ଷାରେ ଭୋଟ ଗଣତି ସରିଲା। ଝାରସୁଗୁଡ଼ାର ପ୍ରମୁଖ ଯୋଦ୍ଧା ଥିଲେ ବିଜେଡିରୁ ନବ ଦାସଙ୍କ ଝିଅ ଦୀପାଳି ଦାସ। ଯିଏକି ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କୁ ପଛରେ ପକାଇ ବାଜି ମାରିଛନ୍ତି। ବିଜେଡି ପ୍ରାର୍ଥୀ … Continue reading ଝାରସୁଗୁଡାରେ ବିଜେଡିର ବଡ ବିଜୟ