The Ultimate Managed Hosting Platform
ADVERTISEMENT

ଝାରସୁଗୁଡା ଉପନିର୍ବାଚନ : ୧୮ରେ ବିଜେଡି ଭରିବ ନାମାଙ୍କନ

Facebook
Twitter
LinkedIn

ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ନେଇ ୧୮ ରେ ବିଜେଡି ପ୍ରାର୍ଥୀ ଭାବରେ ନାମାଙ୍କନ ଭରିବେ ଦୀପାଳି ଦାସ । ଏ ନେଇ ସୂଚନା ଦେଇଛନ୍ତି ଝାରସୁଗୁଡା ବିଜେଡି ପର୍ଯ୍ୟବେକ୍ଷକ ଦେବୀ ମିଶ୍ର ।
ତେବେ ଉପ ନିର୍ବାଚନୀ ତାରିଖ ଘୋଷଣା ପରେ ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଚଳଚଞ୍ଚଳ ହୋଇଯାଇଛି । ବିଜେଡିରୁ ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ଘର ଘର ବୁଲି ଲୋକଙ୍କ ପାଖକୁ ଯାଉଛନ୍ତି । ନିଜ ବାପାଙ୍କ ଅଧୁରା ସ୍ୱପ୍ନଙ୍କୁ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଉଛନ୍ତି । ଆଉ ହାତରେ କମ ସମୟ ଥିବା ବେଳେ ଦଳ ପ୍ରକ୍ଷରୁ ହେଭିୱେଟ ନେତା ମାନେ ମଧ୍ୟ ଝାରସୁଗୁଡାରେ ଡେରା ପକାଇଲେଣି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login