The Ultimate Managed Hosting Platform
ADVERTISEMENT

ଟପିଲା ପେଟ୍ରୋଲ ଦର 

Facebook
Twitter
LinkedIn

ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ପେଟ୍ରୋଲ ଓ ଡିଜେଲ ଦର କମ୍ପାନୀଗୁଡିକ ବଢାଇଛନ୍ତି । ଶନିବାର ପେଟ୍ରୋଲ ଓ ଡିଜେଲ ଦର ୮୫ ପଇସା ଲେଖାଏଁ ବଢିଛି । ଫଳରେ ଶନିବାର ଭୁବନଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୦୯ ଟଙ୍କା ୫୦ ପଇସାର ଏବଂ ଡିଜେଲ ଦର ୯୯ ଟଙ୍କା ୨୭ ପଇସାରେ ପହଞ୍ଚଛି । ୩୧ ତାରିଖରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮ ଟଙ୍କା ୬୫ ଏବଂ ଡିଜେଲ ଦର ୯୮ ଟଙ୍କା ୪୨ ପଇସା ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login