The Ultimate Managed Hosting Platform
ADVERTISEMENT

ଟଳିଲେ ୪ ମାଓବାଦୀ

Facebook
Twitter
LinkedIn

ମାଲକାନଗିରି : ପୋଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିହତ । ଛତିଶଗଡ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର । ଘଟମାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ ବିସ୍ଫୋରକ ଜବତ । ଏବେ ବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଛି ସର୍ଚ୍ଚ ଅପରେସନ । ସୂଚନା ଅନୁଯାୟୀ ମାର୍ଚ୍ଚ ୧୯ରେ ଛତିଶଗଡର ସୀମାନ୍ତ କୋଲାମାରକା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ୪ ଜଣ ହାର୍ଡକୋର ନକ୍ସଲ ନିହତ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login