The Ultimate Managed Hosting Platform
ADVERTISEMENT

ଟାଟା ପାୱାର ଅଫିସ୍ ଘେରିଲା ବିଜେପି

Facebook
Twitter
LinkedIn

ସମ୍ବଲପୁର : ଟାଟା ପାୱାର ଅଫିସ୍ ଘେରିଲେ ବିଜେପି କର୍ମୀ । ଅଘୋଷିତ ବିଦ୍ୟୁତ କାଟ୍ ପ୍ରତିବାଦରେ ବିଜେପିର ଆନେ୍ଦାଳନ । ଅଇଁଠାପାଲି ସ୍ଥିତ ଅଫିସ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ । ଶତାଧିକ ବିଜେପି କର୍ମୀ ଏକାଠି ହୋଇ ପ୍ରତିବାଦ କରୁଛନ୍ତି । ହାତରେ ପ୍ଲାକାର୍ଡ ଧରି ବିଜେପି କର୍ମୀମାନେ ପ୍ରତିବାଦ ଚଳାଇଥିଲେ । ଆନ୍ଦୋଳନ ସମୟରେ ପୋଲିସ ସହ ବିଜେପି କର୍ମୀଙ୍କ ଧସ୍ତାଧସ୍ତି ହୋଇଥିଲା । ଅଫିସ୍ ଗେଟ୍ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରିବା ବେଳେ ଧସ୍ତାଧସ୍ତି ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login