The Ultimate Managed Hosting Platform
ADVERTISEMENT

ଟାହିଆ ହଲାଇ ଆସିଲେ ପ୍ରଭୁ ଜଗନ୍ନାଥ, ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ

Facebook
Twitter
LinkedIn

ପୁରୀ : ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ ହୋଇଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି । ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି । ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ। ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login