May 14, 2024 12:13 am

The Ultimate Managed Hosting Platform
ADVERTISEMENT

ଟିକେଟ ଫେରାଇ ନେବା ପରେ ଦଳ ଛାଡିଲେ ମୋହନ ହେମ୍ବ୍ରମ

Facebook
Twitter
LinkedIn

ଭୁବନେଶ୍ୱର : ଟିକେଟ ଫେରାଇ ନେବା ପରେ ଦଳରୁ ଛାଡିଲେ ମୋହନ ହେମ୍ବ୍ରମ । ସେ ଓ ଓ ପତ୍ନୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଖାଲି ସେିତିକି ନୁହେଁ, କଂଗ୍ରେସ ଉପରେ ବର୍ଷିବା ସହ ସେ କହିଛନ୍ତି ଯେ, ଏଆଇସିସିର ନିଷ୍ପତ୍ତି ତାଙ୍କୁ ଲଜ୍ଜିତ କରୁଛି। ଟିକେଟ ଦେଇ ପୁଣି କାଟୁଛି ଦଳ। ଯଦି ମୋର ଯୋଗ୍ୟତା ନଥିଲା, କାହିଁକି ଟିକେଟ ଦେଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାଛଡ଼ା ‘୫୦ ହଜାର ସହ ଖର୍ଚ୍ଚ ବାବଦ ୭ ଲକ୍ଷ ଟଙ୍କା ନ ଦେଲେ ନ୍ୟାୟଳୟର ଦ୍ବାରସ୍ଥ ହେବେ ବୋଲି ବି ଧମକ ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login