The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଟିଟୋକୁ ଗିରଫ ହାଇକୋର୍ଟଙ୍କ ନିଦେ୍ର୍ଦଶ

Facebook
Twitter
LinkedIn

କଟକ : ଗ୍ୟାଙ୍ଗଷ୍ଟର ଟିଟୋକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିଦେ୍ର୍ଦଶ । ପୂର୍ବରୁ ପାଇଥିବା ଜାମିନ ରଦ୍ଦ କରି ଗିରଫ ନିଦେ୍ର୍ଦଶ ଦେଲେ କୋର୍ଟ । ଜାମିନ ସର୍ତ୍ତ ଖିଲାପ କରିବାରୁ ଗିରଫ କରିବାକୁ ନିଦେ୍ର୍ଦଶ ଦେଲେ । ୨ଟି ମାମଲାରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇଥିଲା ଟିଟୋ । ସର୍ତ୍ତ ଅନୁସାରେ ପ୍ରତି ସପ୍ତାହରେ ଥାନାରେ ହାଜର ନିଦେ୍ର୍ଦଶ ଥିଲା । ତେବେ ସର୍ତ୍ତ କୋହଳ କରିବାକୁ ପୁଣି କୋର୍ଟ ଯାଇଥିଲା ଟିଟୋ । କିନ୍ତୁ କୋର୍ଟ କିଛି ରାୟ ଦେବା ପୂର୍ବରୁ ଥାନା ହାଜିରା ବନ୍ଦ କରିଦେଇଥିଲା । ଏ ନେଇ କେନ୍ଦ୍ରାପଡା ଟାଉନ ଥାନା ପକ୍ଷରୁ କୋର୍ଟକୁ ଅବଗତ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login