The Ultimate Managed Hosting Platform
ADVERTISEMENT

ଟି-ଟ୍ୱେଣ୍ଟି ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

Facebook
Twitter
LinkedIn

ନୂଆଦିଲ୍ଲୀ : ଟି-ଟ୍ୱେଣ୍ଟି ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା । ରୋହିତ ଶର୍ମା ଅଧିନାୟକ ହୋଇଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଉପଅଧିନାୟକ । ଯଶସ୍ୱୀ ଜୟସ୍ୱାଲ , ବିରାଟ କୋହଲି ଟିମରେ ସାମିଲ । ଦଳରେ ସୂର୍ଯ୍ୟକୁମାର ଯାଦବ , ଶିବମ ଦେବେ , ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ , ଚହଲ , ଅର୍ଶଦୀପ ସିଂ, ଯଶପ୍ରୀତ ବୁମରା ଓ ମହମ୍ମଦ ସିରାଜ ରହିଛନ୍ତି । ଦଳରେ ୨ ଜଣ ୱିକେଟ କିପର ରିଷଭ ପନ୍ତ ଓ ସଞ୍ଜୁ ସାମସନ ରହିଛନ୍ତି । ଶୁବମନ ଗିଲ, ରିଙ୍କୁ ସିଂହ , କେ ଅହମ୍ମଦ , ଅବେଶ ଖାନ ଷ୍ଟାଣ୍ଡବାଏ ରେ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login