The Ultimate Managed Hosting Platform
ADVERTISEMENT

ଟେକ୍ସାସରେ ଦୁଇ କାର ମଧ୍ୟରେ ଧକ୍କା, ୮ ଜଣଙ୍କ ମୃତ୍ୟୁ

Facebook
Twitter
LinkedIn

ୱାସିଂଟନ: ଆମେରିକାର ଟେକ୍ସାସର ରାଜପଥରେ ଭୟଙ୍କର ଦୁର୍ଘଟଣା । ଧଳା ରଙ୍ଗର ଏକ କାରରେ ବସିଥିବା ଲୋକମାନେ ଗିରଫଦାରୀରୁ ବର୍ତ୍ତିବା ପାଇଁ ଉଦ୍ୟମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଅନ୍ୟ ଏକ କାର ସହିତ ସେମାନଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅନ୍ୟ କାରରେ ଥିବା ଜଣେ ଦମ୍ପତିଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଟେକ୍ସାସ୍ ପୋଲିସ ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ଏକ ଧଳା ହୋଣ୍ଡା କାରର ଚାଳକ ଅଣ-ଦସ୍ତାବିଜ ପ୍ରବାସୀମାନଙ୍କୁ ନେଇ ଯାଉଥିଲେ। ସେ ମେକ୍ସିକୋ ସୀମାଠାରୁ ପ୍ରାୟ ୬୦ କିଲୋମିଟର ଦୂର ଏକ ରାସ୍ତାରେ ପୋଲିସଠାରୁ ଲୁଚି ପଳାଇ ଯାଉଥିଲେ। ଏହି ସମୟରେ ଏକ ଟ୍ରକ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ କାର ସହିତ ମୁହାଁମୁହିଁ ହୋଇଥିଲେ। ଫଳରେ ଉଭୟ କାରରେ ଥିବା ଲୋକଙ୍କର ଏଥିରେ ମୃତ୍ୟୁ ଘଟିଥିଲା।
ଟେକ୍ସାସର ଜନ ସୁରକ୍ଷା ବିଭାଗର ମୁଖପାତ୍ର କହିଛନ୍ତି ଯେ ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଅନ୍ୟ ଜଣେ ହସ୍ପିଟାଲରେ ହିଁ ଆଖି ବୁଜିଥିଲେ। ଧଳା ହୋଣ୍ଡା କାରରେ ବସିଥିବା ଅନେକ ପ୍ରବାସୀ ହୋଣ୍ଡୁରାସର ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login