ଟୋକିଓରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କଲେ ଭାରତୀୟ ରାଷ୍ଟ୍ରଦୂତ

ଟୋକିଓ: ସୂର୍ୟ୍ୟୋଦୟର ଦେଶରେ ଓଡ଼ିଶା ବିକାଶର ନୂଆ ଅଧ୍ୟାୟ । ଜାପାନ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଟୋକିଓରେ ପହଞ୍ଚିବା ପରେ ଭାରତୀୟ ରାଷ୍ଟ୍ରଦୂତ ଶିବି ଜର୍ଜ ଓ ଦୂତାବାସ ଅଧିକାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ବାଗତ କରିଛନ୍ତି । ଆଜି ନିପନ ଷ୍ଟିଲ କର୍ପୋରେସନର ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଇଜି ହାସିମୋଟୋଙ୍କ ସହ ଓ୍ବାନ୍ ଟୁ ଓ୍ବାନ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜାପାନିଜ କମ୍ପାନୀ ସହ ଆଲୋଚନା … Continue reading ଟୋକିଓରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କଲେ ଭାରତୀୟ ରାଷ୍ଟ୍ରଦୂତ