The Ultimate Managed Hosting Platform
ADVERTISEMENT

ଟ୍ରକକୁ ପିଟିଲା କାର , ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଜଟଣୀ : ଜାତୀୟ ରାଜପଥରେ ଟ୍ରକକୁ ପଛରୁ ପିଟିଲା କାର । ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ । ଇନଫୋଭ୍ୟାଲି ଥାନା ପୀତାପଲ୍ଲି ଛକରେ ଦୁର୍ଘଟଣା । ଘଟଣାସ୍ଥଳରେ ୨ ଜଣଙ୍କର ଜୀବନ ଯାଇଥିବା ବେଳେ ମେଡିକାଲରେ ଆଉ ଜଣଙ୍କର ଜୀବନ ଯାଇଛି । ସମସ୍ତ ମୃତାହତ ପୁରୀ ଚନ୍ଦନପୁର ଅଞ୍ଚଳର ସୂଚନା । ସୂଚନା ଅନୁସାରେ ଆଜି ସକାଳୁ ଏକ କାର୍ ଦ୍ରୁତ ଗତିରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଜଣେ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ପୁରୀ ଚନ୍ଦନପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ପରେ ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login