ବିହାର: ବିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୭ ଜଣ ପ୍ରାଣ ହରାଇଥିବା ବେଳେ ୪ ଆହତ ହୋଇଛନ୍ତି । ବିହାରର ଖଗାଡିଆରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା କାର । ଦୁର୍ଘଟଣାରେ ୩ ଶିଶୁ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ବିବାହ କାର୍ଯ୍ୟରେ ଯୋଗ ଦେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା କୁହାଯାଉଛି ।
Views: 82











