The Ultimate Managed Hosting Platform
ADVERTISEMENT

ଟ୍ରକ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

Facebook
Twitter
LinkedIn

ସୋର : ଟ୍ରକ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ବାରିକପୁର ଆଦିରୁପା ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଚାଉଳ ବୋଝେଇ ଟ୍ରକ ଧକ୍କାରେ ଜଣେ ସାଇକେଲ ଚାଳକଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ଦାଣ୍ଡ ହରିପୁର ଗ୍ରାମର ଅଭିରାମ ମଳିକ ବୋଲି ଜଣାଯାଇଛି । ଏହାପରେ ଉଭୟ ପାର୍ଶ୍ଵରେ କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ବନ୍ଦ କରିଥିଲେ । ଖବର ପାଇ ସୋର ଅତିରିକ୍ତ ତହସିଲଦାର ଦୈତାରି ମଲିକ ଓ ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ସୋର ମେଡିକାଲକୁ ପଠାଇଥିଲେ । ଟ୍ରକକୁ ଜବତ କରି ଥାନାକୁ ଆଣିବା ସହିତ ତଦନ୍ତ ଜାରି ରଖିଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login