The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଟ୍ରକ ଧକ୍କାରେ ମାଆ, ଛୋଟ ଝିଅ ମୃତ

Facebook
Twitter
LinkedIn

ଜଗତସିଂହପୁର : ଟ୍ରକ ଧକାଁରେ ମାଆ, ଛୋଟ ଝିଅ ମୃତ । ବାଲିକୁଦା ଥାନା ଚଷାପଡା ଛକ ନିକଟରେ ଦୁର୍ଘଟଣା । ସ୍କୁଟିରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ । ମାଆ ଓ ଝିଅ ସ୍କୁଟିରେ ଜଗତସିଂହପୁର ମେଡିକାଲ ଆସୁଥିବାବେଳେ ଏକ ଇଟା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login