The Ultimate Managed Hosting Platform
ADVERTISEMENT

ଟ୍ରକ ଧକ୍କାରେ ୩ ଖଣ୍ଡ ହେଲା ଟ୍ରାକ୍ଟର

Facebook
Twitter
LinkedIn

ମୟୂରଭଞ୍ଜ : ଭୟଙ୍କର ଦୁର୍ଘଟଣା । ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍ , ୨ ମୃତ । ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ୮ ନମ୍ବର ଜାତୀୟ ରାଜପଥ ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।ଆଜି ସକାଳେ ବାରିପଦାରୁ ବାଲେଶ୍ବର ଟ୍ରାକ୍ଟର ଯୋଗେ ଫେରୁଥିବାବେଳେ ଜାତୀୟ ରାଜପଥ ଆଗ୍ରିଆ ବଡପୋଲ ଠାରେ ଏକ ଦ୍ରୁତଗାମୀ ଟ୍ରକ ପଛପଟୁ ଆସି ଟ୍ରାକ୍ଟର ଉପରେ ମାଡି ଯାଇଥିଲା । ଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହରିୟାଣାର କର୍ଣ୍ଣାଲ ଜିଲ୍ଲାରୁ ଚାରିଜଣ ଏବଂ ଉତ୍ତରପ୍ରଦେଶ ମିରଟରୁ ଜଣେ ଯୁବକ ବାଲେଶ୍ୱରରେ ରହି ଶ୍ରମିକ କାମ କରୁଥିଲେ ।ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login