The Ultimate Managed Hosting Platform
ADVERTISEMENT

ଟ୍ରକ ଧକ୍କାରେ ୩ ମୃତ

Facebook
Twitter
LinkedIn

ଅନୁଗୁଳ : ଟ୍ରକ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ । ଏନଏଚ ୫୫ ପଞ୍ଚମହଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ୩ ଯୁବକ ବାଇକରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ । ବାଇକରେ ୩ ଜଣ ଯୁବକ ଅନୁଗୁଳ ଯାଉଥିବା ବେଳେ ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ୩ ଜଣ ଡେରେଜାଙ୍ଗ ଗାଁର ଛୋଟୁ ପ୍ରଧାନ, ରାଜେନ୍ଦ୍ର ପ୍ରଧାନ ଓ କୃପା ପ୍ରଧାନ । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ଦେଖିବାକୁ ମିଳିଛି । ଉତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

Login