The Ultimate Managed Hosting Platform
ADVERTISEMENT

ଟ୍ରକ ସହ ଗଞ୍ଜେଇ ଜବତ

Facebook
Twitter
LinkedIn

ସୁବର୍ଣ୍ଣପୁର : ଟ୍ରକ ସହ ଗଞ୍ଜେଇ ଜବତ । ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ପୋଲିସ ପେଟ୍ରୋଲିଂ ଟିମ ଏବଂ ଅବକାରୀ ବିଭାଗ ପକ୍ଷରୁ ଯାଂଚ କଲାବେଳେ ଦୃତ ଗତିରେ ଯାଉଥିବା ଏକ ଅଶୋକ ଲିଲେଣ୍ଡ ଟ୍ରକକୁ ଅଟକାଇ ଥିଲେ । ଟ୍ରକର ସିକ୍ରେଟ ଚାମ୍ୱର ଭିରୁ ୮୦ କେଜି ଗଂଜେଇ ଜବତ ହୋଇଛି । ଟ୍ରକଟିକୁ ସିଜ କରିବାସହ ବିହାର ରାଜ୍ୟର ଦୁଇ ଗଂଜେଇ ମାଫିଆ ପ୍ରଦୀପ ବର୍ମା ଏବଂ ବିନୋଦ କୁମାରକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ

ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣା ; ଆହୁରି କଡା ଚେକିଂ ହେବ -ଆଇନମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ କହିଲେ ଆଇନମନ୍ତ୍ରୀ । ଏହା ଜାଣିବା...

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର...

ADVERTISEMENT
ଶ୍ରୀମନ୍ଦିର ଭିତରେ ବିଦେଶିନୀ

ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା...

Login