The Ultimate Managed Hosting Platform
ADVERTISEMENT

ଟ୍ରକ ସହ ପିଟି ହୋଇ ଚାଲିଗଲା ୩ ଜୀବନ

Facebook
Twitter
LinkedIn

ଯାଜପୁର : କଳିଙ୍ଗନଗର ଥାନା ଜିନ୍ଦଲ କାରଖାନା ଗେଟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଜଣା ଗାଡି ଧକ୍କା ରେ ଚାଲିଗଲା ୩ ଜଣଙ୍କ ଜୀବନ । ଟ୍ରକ ସହ ଧକ୍କା ହେବା ଫଳରେ ୩ ଜଣ ବାଇକ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ ଦୁର୍ଘଟଣାସ୍ଥଳରେ ପହଂଛି ଶବ ଗୁଡିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login